ତାଜା ଖବର »
ଫେବୃଆରୀ ୧୪ରୁ ୧୬ ଯାଏଁ ବରମୁଣ୍ଡା ପଡ଼ିଆରେ ହେବ ମତ୍ସ୍ୟ ଓ ପ୍ରାଣୀ ସମାବେଶ। ସାମିଲ ହେବେ ୧୦ ହଜାରରୁ ଅଧିକ ଚାଷୀ।       ଭୁବନେଶ୍ୱର: ନର୍ସିଂ ଅଧିକାରୀଙ୍କୁ ମିଳିବ ପଦୋନ୍ନତି।       ଭୁବନେଶ୍ୱର: ଟ୍ରାଫିକ ଯନ୍ତ୍ରଣାରେ ରାଜଧାନୀବାସୀ , ପୁଲିସ୍ ଜଳକା;ଜନତା ହିନସ୍ଥା।       ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ ୨୦୨୫ ପାଇଁ ଆଜି ଆଡମିଟ କାର୍ଡ ଜାରି କରାଯିବ:NTA       ୧୫ ଦିନ ମଧ୍ୟରେ ରାଜ୍ୟର ୬୭୯ ଥାନାରେ ମିଳିବ ନୂଆ ସ୍କର୍ପିଓ, ତଦନ୍ତକାରୀ ଅଧିକାରୀଙ୍କୁ ମିଳିବ ବାଇକ୍ ସହ ଇନ୍ଭେଷ୍ଟିଗେଟିଂ କିଟ୍।       ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଂଚଳରେ ଅଭାବନୀୟ ଘଟଣା:ପ୍ରେମରେ ଠକିଲା ପରେ ଥାନା ଆଗରେ ଫିନାଇଲ୍‌ ପିଇଦେଲେ ମହିଳା।       ଚିଲିକାରେ କମିଛି ପକ୍ଷୀଙ୍କ ସଂଖ୍ୟା, ଏଥର ଆସିଛନ୍ତି ୧୯୬ ପ୍ରଜାତିର ପକ୍ଷୀ।       ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାପ୍ଟିଭ ପାୱାର ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ।       ଭୁବନେଶ୍ୱର:ରାଜଭବନ ଛକରେ ସିରଜି ଦୁର୍ଘଟଣା, ୨ଜଣ ଗୁରୁତର।       ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ ଜନସାଧାରଣ ବହୁ ସଂଖ୍ୟାରେ ଆସନ୍ତୁ – ରାଜ୍ୟପାଳ।       ଆଧାରକାର୍ଡ ଇ-କେୱାଇସି କରିବା ଜରୁରୀ, ନହେଲେ କଟିଯାଇପାରେ ରାସନ୍ କାର୍ଡ।       ୯୩୩ ପୁଲିସ ସବ-ଇନ୍ସପେକ୍ଟର ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞାପନ, ଜାନୁଆରୀ ୨୦ରୁ ଆରମ୍ଭ ହେବ ଆବେଦନ।       ଏଣିକି ଗାଡ଼ି ବୀମା ନ ଥିଲେ ଜେଲ ଓ ଜୋରିମାନା, ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ।       ଅଷ୍ଟମ ବେତନ କମିଶନ:ଦରମା ବଢ଼ିବ ୧୮୬%,ଫିଟମେଣ୍ଟ ଫ୍ୟାକ୍ଟର ୨.୨୮ରୁ ୨.୮୬ ମଧ୍ୟରେ ରହିପାରେ       ଭୁବନେଶ୍ୱର:ବ୍ୟାପୁଛି ଥଣ୍ଡା,କାଶ ଓ ଜ୍ବର, ସତର୍କତା ଜରୁରୀ: ସ୍ବାସ୍ଥ୍ୟ ବିଶେଷଜ୍ଞ।      


୪୦ଟି ନୂତନ ଇ-ବସ ର ଶୁଭାରମ୍ଭ



ପରିବେଶ ଅନୁକୂଳ ପରିବହନ ଓ ସବୁଜ ଭବିଷ୍ୟତକୁ ଧ୍ୟାନରେ ରଖି ଯାତାୟତକୁ ସହଜ ଓ ସୁରକ୍ଷିତ କରିବା ନିମନ୍ତେ ୪୦ଟି ନୂତନ ଇ-ବସ୍ ର ଶୁଭାରମ୍ଭ କରାଯାଇଛି ।  ଆମ ବସ ଯୋଜନାରେ ଆରମ୍ଭ ହୋଇଥିବା ଏହି ବସ୍ ଗୁଡିକ ବିଶେଷକରି ଭୁବନେଶ୍ୱରର କ୍ୟାପିଟାଲ୍ ହସ୍ପିଟାଲ, ଏମ୍ସ ହସ୍ପିଟାଲ ଏବଂ କଟକର ଏସସିବି ମେଡିକାଲ ରୁଟ୍ ରେ ଚଳାଚଳ କରିବ।

 ମତାମତ:


ଟିପ୍ପଣୀ ପୋଷ୍ଟ କରନ୍ତୁ


ଫଟୋ ଗ୍ୟାଲେରି