ବିଭାଗ: ପାଣି ପାଗ

୨୭ରୁ ରାଜ୍ୟରେ ମେଘୁଆ ପାଗ, ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ଭାରତ ମହାସାଗରରେ ରହିଛି। ଯଦିଓ ଓଡ଼ିଶା ଉପରେ ଏହାର କୌଣସି ସିଧାସଳଖ ପ୍ରଭାବ ରହିବ ନାହିଁ, ତଥାପି ୨୭ରୁ ୨୯...